Psalms 25:4 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ମାେତେ ତୁମ୍ଭର ପଥରେ ଚାଲିବାକୁ ସାହାୟ୍ଯ କର। ତୁମ୍ଭର ମାର୍ଗରେ ଚାଲିବାକୁ ଶିକ୍ଷା ପ୍ରଦାନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ତୁମ୍ଭର ପଥସବୁ ମୋତେ ଦେଖାଅ; ତୁମ୍ଭର ମାର୍ଗସବୁ ମୋତେ ଶିଖାଅ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ମୋତେ ତୁମ୍ଭର ପଥରେ ଗ୍ଭଲିବାକୁ ସାହାଯ୍ୟ କର। ତୁମ୍ଭର ମାର୍ଗରେ ଗ୍ଭଲିବାକୁ ଶିକ୍ଷା ପ୍ରଦାନ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ତୁମ୍ଭର ପଥସବୁ ମୋତେ ଦେଖାଅ; ତୁମ୍ଭର ମାର୍ଗସବୁ ମୋତେ ଶିଖାଅ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ତୁମ୍ଭର ପଥସବୁ ମୋତେ ଦେଖାଅ; ତୁମ୍ଭର ମାର୍ଗସବୁ ମୋତେ ଶିଖାଅ।