Psalms 25:5 — Compare Translations
5 translations compared side by side
Odia - 1840
"ତୁମ୍ଭର ସତ୍ଯ ମାର୍ଗରେ ଚାଲିବାକୁ ମାେତେ କଢ଼ାଇ ନିଅ ଓ ଶିକ୍ଷା ଦିଅ। ତୁମ୍ଭେ ମାରେ ପରିତ୍ରାଣର ପରମେଶ୍ବର ଅଟ। ମୁଁ ପ୍ରତିଦିନ ତୁମ୍ଭ ଉପରେ ଭରସା ରେଖ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ସତ୍ୟତାରେ ମୋତେ କଢ଼ାଇ ନିଅ ଓ ମୋତେ ଶିକ୍ଷା ଦିଅ; କାରଣ ତୁମ୍ଭେ ମୋʼ ପରିତ୍ରାଣର ପରମେଶ୍ଵର ଅଟ; ମୁଁ ଦିନଯାକ ତୁମ୍ଭର ଅନୁସରଣ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ସତ୍ୟ ମାର୍ଗରେ ଗ୍ଭଲିବାକୁ ମୋତେ କଢ଼ାଇ ନିଅ ଓ ଶିକ୍ଷା ଦିଅ। ତୁମ୍ଭେ ମୋର ପରିତ୍ରାଣର ପରମେଶ୍ୱର ଅଟ। ମୁଁ ପ୍ରତିଦିନ ତୁମ୍ଭ ଉପରେ ଭରସା ରଖେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ସତ୍ୟତାରେ ମୋତେ କଢ଼ାଇ ନିଅ ଓ ମୋତେ ଶିକ୍ଷା ଦିଅ; କାରଣ ତୁମ୍ଭେ ମୋʼ ପରିତ୍ରାଣର ପରମେଶ୍ୱର ଅଟ; ମୁଁ ସାରାଦିନ ତୁମ୍ଭର ଅନୁସରଣ କରେ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ସତ୍ୟତାରେ ମୋତେ କଢ଼ାଇ ନିଅ ଓ ମୋତେ ଶିକ୍ଷା ଦିଅ; କାରଣ ତୁମ୍ଭେ ମୋ’ ପରିତ୍ରାଣର ପରମେଶ୍ୱର ଅଟ; ମୁଁ ସାରାଦିନ ତୁମ୍ଭର ଅନୁସରଣ କରେ।