Psalms 25:6 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ମାେ ପ୍ରତି ଦୟା ଦଖାଇବୋକୁ ସ୍ମରଣ କର। ମାେତେ ଠିକ୍ ସହେିପରି ସ୍ନହପେୂର୍ଣ୍ଣ କରୁଣା ଦଖାେଅ, ୟାହାକି ତୁମ୍ଭେ ସର୍ବଦା ଦଖାଇେଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ତୁମ୍ଭର ଦୟା ଓ ସ୍ନେହପୂର୍ଣ୍ଣ କରୁଣା ସ୍ମରଣ କର । କାରଣ ତାହା ଅନାଦିକାଳୀନ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ମୋ’ ପ୍ରତି ଦୟା ଦେଖାଇବାକୁ ସ୍ମରଣ କର। ମୋତେ ଠିକ୍ ସେହିପରି ସ୍ନେହପୂର୍ଣ୍ଣ କରୁଣା ଦେଖାଅ, ଯାହାକି ତୁମ୍ଭେ ସର୍ବଦା ଦେଖାଇଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ତୁମ୍ଭର ଦୟା ଓ ସ୍ନେହପୂର୍ଣ୍ଣ କରୁଣା ସ୍ମରଣ କର। କାରଣ ତାହା ଅନାଦିକାଳୀନ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ତୁମ୍ଭର ଦୟା ଓ ସ୍ନେହପୂର୍ଣ୍ଣ କରୁଣା ସ୍ମରଣ କର। କାରଣ ତାହା ଅନାଦିକାଳୀନ।