Psalms 25:7 — Compare Translations

5 translations compared side by side

Odia - 1840
"ମୁଁ ୟୁବା ବେଳେ କରିଥିବା ପାପ ଓ ଅପରାଧକୁ ଭୁଲି ୟାଅ। ତୁମ୍ଭର ପବିତ୍ର ନାମର ସାର୍ଥକତା ପାଇଁ, ହେ ସଦାପ୍ରଭୁ ମାେତେ ତୁମ୍ଭର ସ୍ନହପେୂର୍ଣ୍ଣ କରୁଣାରେ ବାନ୍ଧି ରଖ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼ ଯୌବନ କାଳର ପାପ ଓ ଅଧର୍ମସବୁ ସ୍ମରଣ କର ନାହିଁ; ହେ ସଦାପ୍ରଭୋ, ତୁମ୍ଭେ ଆପଣାର ମଙ୍ଗଳଭାବ ସକାଶୁ ନିଜ ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋତେ ସ୍ମରଣ କର ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଯୁବା ବେଳେ କରିଥିବା ପାପ ଓ ଅପରାଧକୁ ଭୁଲି ଯାଅ। ତୁମ୍ଭର ପବିତ୍ର ନାମର ସାର୍ଥକତା ପାଇଁ, ହେ ସଦାପ୍ରଭୁ ମୋତେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାରେ ବାନ୍ଧି ରଖ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋʼ ଯୌବନ କାଳର ପାପ ଓ ଅଧର୍ମସବୁ ସ୍ମରଣ କର ନାହିଁ; ହେ ସଦାପ୍ରଭୋ, ତୁମ୍ଭେ ଆପଣାର ମଙ୍ଗଳଭାବ ସକାଶୁ ନିଜ ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋତେ ସ୍ମରଣ କର।
Odia IRV 2017 (ଓଡିଆ ବାଇବେଲ)
ମୋ’ ଯୌବନ କାଳର ପାପ ଓ ଅଧର୍ମସବୁ ସ୍ମରଣ କର ନାହିଁ; ହେ ସଦାପ୍ରଭୁ, ତୁମ୍ଭେ ଆପଣାର ମଙ୍ଗଳଭାବ ସକାଶୁ ନିଜ ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋତେ ସ୍ମରଣ କର।