Psalms 25:8 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ହିଁ ପ୍ରକୃତରେ ମହାନ୍। ସେ ପାପୀକୁ ଉଚିତ ମାର୍ଗରେ ଚାଲିବାକୁ ନିର୍ଦ୍ଦଶେ ଦିଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ମଙ୍ଗଳମୟ ଓ ସରଳ ଅଟନ୍ତି; ଏହେତୁ ସେ ପାପୀମାନଙ୍କୁ ପଥ ବିଷୟରେ ଶିକ୍ଷା ଦେବେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ହିଁ ପ୍ରକୃତରେ ମହାନ। ସେ ପାପୀକୁ ଉଚିତ୍ ମାର୍ଗରେ ଗ୍ଭଲିବାକୁ ନିର୍ଦ୍ଦେଶ ଦିଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ମଙ୍ଗଳମୟ ଓ ସରଳ ଅଟନ୍ତି; ଏହେତୁ ସେ ପାପୀମାନଙ୍କୁ ପଥ ବିଷୟରେ ଶିକ୍ଷା ଦେବେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ମଙ୍ଗଳମୟ ଓ ସରଳ ଅଟନ୍ତି; ଏହେତୁ ସେ ପାପୀମାନଙ୍କୁ ପଥ ବିଷୟରେ ଶିକ୍ଷା ଦେବେ।