Psalms 25:9 — Compare Translations

5 translations compared side by side

Odia - 1840
"ସେ ଶୋଚନୀଯ ଲୋକକୁ ବିଚାର ମାର୍ଗ ଦଖାେନ୍ତି ଓ ନମ୍ର ଲୋକମାନଙ୍କୁ ତାଙ୍କ ପଥରେ ଚାଲିବାକୁ ପ୍ରରେିତ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ନମ୍ର ଲୋକକୁ ବିଚାରମାର୍ଗରେ କଢ଼ାଇ ନେବେ ଓ ନମ୍ର ଲୋକକୁ ଆପଣା ପଥ ଶିଖାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଶୋଚନୀୟ ଲୋକକୁ ବିଗ୍ଭର ମାର୍ଗ ଦେଖାନ୍ତି ଓ ନମ୍ର ଲୋକମାନଙ୍କୁ ତାଙ୍କ ପଥରେ ଗ୍ଭଲିବାକୁ ପ୍ରେରିତ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ନମ୍ର ଲୋକକୁ ବିଚାର ମାର୍ଗରେ କଢ଼ାଇ ନେବେ ଓ ନମ୍ର ଲୋକକୁ ଆପଣା ପଥ ଶିଖାଇବେ।
Odia IRV 2017 (ଓଡିଆ ବାଇବେଲ)
ସେ ନମ୍ର ଲୋକକୁ ବିଚାର ମାର୍ଗରେ କଢ଼ାଇ ନେବେ ଓ ନମ୍ର ଲୋକକୁ ଆପଣା ପଥ ଶିଖାଇବେ।