Psalms 26:1 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ମାରେ ବିଚାର କର। ପ୍ରମାଣ କର ୟେ, ମୁଁ ଶୁଦ୍ଧ ଜୀବନୟାପନ କରିଛି। ମୁଁ କବେେ ସଦାପ୍ରଭୁଙ୍କର ବିରୁଦ୍ଧାଚରଣ କରି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ମୋହର ବିଚାର କର, କାରଣ ମୁଁ ନିଜ ସିଦ୍ଧତାରେ ଆଚରଣ କରିଅଛି; ମଧ୍ୟ ମୁଁ ଅଟଳ ଭାବରେ ସଦାପ୍ରଭୁଙ୍କର ଶରଣ ନେଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦଙ୍କର ସଙ୍ଗୀତ। ହେ ସଦାପ୍ରଭୁ, ମୋର ବିଗ୍ଭର କର। ପ୍ରମାଣ କର ଯେ, ମୁଁ ଶୁଦ୍ଧ ଜୀବନଯାପନ କରିଛି। ମୁଁ କେବେ ସଦାପ୍ରଭୁଙ୍କର ବିରୁଦ୍ଧାଚରଣ କରି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ମୋହର ବିଚାର କର, କାରଣ ମୁଁ ନିଜ ସିଦ୍ଧତାରେ ଆଚରଣ କରିଅଛି; ମଧ୍ୟ ମୁଁ ଅଟଳ ଭାବରେ ସଦାପ୍ରଭୁଙ୍କର ଶରଣ ନେଇଅଛି।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ମୋହର ବିଚାର କର, କାରଣ ମୁଁ ନିଜ ସିଦ୍ଧତାରେ ଆଚରଣ କରିଅଛି; ମଧ୍ୟ ମୁଁ ଅଟଳ ଭାବରେ ସଦାପ୍ରଭୁଙ୍କର ଶରଣ ନେଇଅଛି।