Psalms 26:10 — Compare Translations
5 translations compared side by side
Odia - 1840
"ସହେି ଲୋକମାନେ ହୁଏତ ଅନ୍ୟକୁ ଠକି ଥାଇ ପାରନ୍ତି। ସମାନେେ ଲାଞ୍ଚ ନଇେ ଖରାପ କାର୍ୟ୍ଯ କରିଥାଇ ପାରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କ ହସ୍ତରେ ଅନିଷ୍ଟ ଥାଏ, ପୁଣି ସେମାନଙ୍କ ଦକ୍ଷିଣ ହସ୍ତ ଲାଞ୍ଚରେ ପରିପୂର୍ଣ୍ଣ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକମାନେ ହୁଏତ ଅନ୍ୟକୁ ଠକି ଥାଇ ପାରନ୍ତି। ସେମାନେ ଲାଞ୍ଚ ନେଇ ଖରାପ କାର୍ଯ୍ୟ କରିଥାଇ ପାରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କ ହସ୍ତରେ ଅନିଷ୍ଟ ଥାଏ, ପୁଣି, ସେମାନଙ୍କ ଦକ୍ଷିଣ ହସ୍ତ ଲାଞ୍ଚରେ ପରିପୂର୍ଣ୍ଣ।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କ ହସ୍ତରେ ଅନିଷ୍ଟ ଥାଏ, ପୁଣି, ସେମାନଙ୍କ ଦକ୍ଷିଣ ହସ୍ତ ଲାଞ୍ଚରେ ପରିପୂର୍ଣ୍ଣ।