Psalms 26:11 — Compare Translations
5 translations compared side by side
Odia - 1840
"କିନ୍ତୁ ମୁଁ ନିର୍ଦ୍ ଦୋଷ ଅଟେ। ତଣେୁ ହେ ପରମେଶ୍ବର ମାେ ପ୍ରତି ସଦଯ ହାଇେ ମାେତେ ଉଦ୍ଧାର କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ମୁଁ ନିଜ ସିଦ୍ଧତାରେ ଆଚରଣ କରିବି; ମୋତେ ମୁକ୍ତ କର ଓ ମୋʼ ପ୍ରତି ସଦୟ ହୁଅ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମୁଁ ନିର୍ଦ୍ଦୋଷ ଅଟେ। ତେଣୁ ହେ ପରମେଶ୍ୱର ମୋ’ ପ୍ରତି ସଦୟ ହୋଇ ମୋତେ ଉଦ୍ଧାର କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ମୁଁ ନିଜ ସିଦ୍ଧତାରେ ଆଚରଣ କରିବି; ମୋତେ ମୁକ୍ତ କର ଓ ମୋʼ ପ୍ରତି ସଦୟ ହୁଅ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ମୁଁ ନିଜ ସିଦ୍ଧତାରେ ଆଚରଣ କରିବି; ମୋତେ ମୁକ୍ତ କର ଓ ମୋ’ ପ୍ରତି ସଦୟ ହୁଅ।