Psalms 26:12 — Compare Translations

5 translations compared side by side

Odia - 1840
"ମୁଁ ସମସ୍ତ ବିପଦରୁ ରକ୍ଷା ପାଇଅଛି। ମୁଁ ସହେି ସଭାକକ୍ଷର ଲୋକମାନଙ୍କ ସହିତ ସ୍ବର ମିଳାଇ ତୁମ୍ଭର ପ୍ରଶଂସା କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼ ଚରଣ ସମଭୂମିରେ ଠିଆ ହେଉଅଛି; ମୁଁ ମଣ୍ତଳୀଗଣ ମଧ୍ୟରେ ସଦାପ୍ରଭୁଙ୍କର ଧନ୍ୟବାଦ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସମସ୍ତ ବିପଦରୁ ରକ୍ଷା ପାଇଅଛି। ମୁଁ ସେହି ସଭାକକ୍ଷର ଲୋକମାନଙ୍କ ସହିତ ସ୍ୱର ମିଳାଇ ତୁମ୍ଭର ପ୍ରଶଂସା କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋʼ ଚରଣ ସମଭୂମିରେ ଠିଆ ହେଉଅଛି; ମୁଁ ମଣ୍ଡଳୀଗଣ ମଧ୍ୟରେ ସଦାପ୍ରଭୁଙ୍କର ଧନ୍ୟବାଦ କରିବି।
Odia IRV 2017 (ଓଡିଆ ବାଇବେଲ)
ମୋ’ ଚରଣ ସମଭୂମିରେ ଠିଆ ହେଉଅଛି; ମୁଁ ମଣ୍ଡଳୀଗଣ ମଧ୍ୟରେ ସଦାପ୍ରଭୁଙ୍କର ଧନ୍ୟବାଦ କରିବି।