Psalms 26:2 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ମାେତେ ପରୀକ୍ଷା କର, ପ୍ରମାଣ ନିଅ ଓ ମାରେ ହୃଦଯ ଓ ମନକୁ ପରିଷ୍କର କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ମୋତେ ପରୀକ୍ଷା କରି ପ୍ରମାଣ ନିଅ; ମୋର ମର୍ମ ଓ ଚିତ୍ତ ପରିଷ୍କାର କର ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ମୋତେ ପରୀକ୍ଷା କର, ପ୍ରମାଣ ନିଅ ଓ ମୋର ହୃଦୟ ଓ ମନକୁ ପରିଷ୍କାର କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ମୋତେ ପରୀକ୍ଷା କରି ପ୍ରମାଣ ନିଅ; ମୋର ମର୍ମ ଓ ଚିତ୍ତ ପରିଷ୍କାର କର।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ମୋତେ ପରୀକ୍ଷା କରି ପ୍ରମାଣ ନିଅ; ମୋର ମର୍ମ ଓ ଚିତ୍ତ ପରିଷ୍କାର କର।