Psalms 26:3 — Compare Translations

5 translations compared side by side

Odia - 1840
"ମୁଁ ସବୁବେଳେ ତୁମ୍ଭର ସ୍ନହପେୂର୍ଣ୍ଣ କରୁଣା ଦୃଷ୍ଟି ଦେଖି ପାରୁଛି। ତୁମ୍ଭ ଉପରେ ଭରସା କରି ମୁଁ ସବୁକିଛି କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ମୋʼ ଦୃଷ୍ଟି-ଗୋଚରରେ ଅଛି; ମୁଁ ତୁମ୍ଭ ସତ୍ୟତାରେ ଆଚରଣ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସବୁବେଳେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଦୃଷ୍ଟି ଦେଖି ପାରୁଛି। ତୁମ୍ଭ ଉପରେ ଭରସା କରି ମୁଁ ସବୁକିଛି କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ମୋʼ ଦୃଷ୍ଟିଗୋଚରରେ ଅଛି; ମୁଁ ତୁମ୍ଭ ସତ୍ୟତାରେ ଆଚରଣ କରିଅଛି।
Odia IRV 2017 (ଓଡିଆ ବାଇବେଲ)
କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ମୋ’ ଦୃଷ୍ଟି-ଗୋଚରରେ ଅଛି; ମୁଁ ତୁମ୍ଭ ସତ୍ୟତାରେ ଆଚରଣ କରିଅଛି।