Psalms 26:5 — Compare Translations
5 translations compared side by side
Odia - 1840
"ମୁଁ ସହେି କୁକର୍ମୀମାନଙ୍କୁ ଘୃଣା କରେ। ମୁଁ ସହେି ଦୁଷ୍ଟମାନଙ୍କ ସଙ୍ଗରେ କବେେ ହେଲେ ହାତ ମିଳାଏ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଦୁଷ୍କର୍ମକାରୀମାନଙ୍କ ସମାଜକୁ ଘୃଣା କରେ, ପୁଣି ଦୁଷ୍ଟମାନଙ୍କ ସଙ୍ଗେ ବସିବି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସେହି କୁକର୍ମୀମାନଙ୍କୁ ଘୃଣା କରେ। ମୁଁ ସେହି ଦୁଷ୍ଟମାନଙ୍କ ସଙ୍ଗରେ କେବେହେଲେ ହାତ ମିଳାଏ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଦୁଷ୍କର୍ମକାରୀମାନଙ୍କ ସମାଜକୁ ଘୃଣା କରେ, ପୁଣି, ଦୁଷ୍ଟମାନଙ୍କ ସଙ୍ଗେ ବସିବି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମୁଁ ଦୁଷ୍କର୍ମକାରୀମାନଙ୍କ ସମାଜକୁ ଘୃଣା କରେ, ପୁଣି, ଦୁଷ୍ଟମାନଙ୍କ ସଙ୍ଗେ ବସିବି ନାହିଁ।