Psalms 26:6 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ମୁଁ ତୁମ୍ଭର ଧନ୍ଯବାଦ ସ୍ବର ଶୁଣାଇବି। ମୁଁ ତୁମ୍ଭର ଆଶ୍ଚର୍ୟ୍ଯଜନକ କାର୍ୟ୍ଯ, ୟାହା ତୁମ୍ଭେ କରିଛ, ତାହା ଗାଇ ବୁଲିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ଯେପରି ମୁଁ ଧନ୍ୟବାଦ-ସ୍ଵର ଶୁଣାଇବି ଓ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସକଳ ବର୍ଣ୍ଣନା କରିବି,
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ମୁଁ ତୁମ୍ଭର ଧନ୍ୟବାଦ ସ୍ୱର ଶୁଣାଇବି। ମୁଁ ତୁମ୍ଭର ଆଶ୍ଚର୍ଯ୍ୟଜନକ କାର୍ଯ୍ୟ, ଯାହା ତୁମ୍ଭେ କରିଛ, ତାହା ଗାଇ ବୁଲିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ଯେପରି ମୁଁ ଧନ୍ୟବାଦ-ସ୍ୱର ଶୁଣାଇବି ଓ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟାସକଳ ବର୍ଣ୍ଣନା କରିବି,
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ଯେପରି ମୁଁ ଧନ୍ୟବାଦ-ସ୍ୱର ଶୁଣାଇବି ଓ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସକଳ ବର୍ଣ୍ଣନା କରିବି,