Psalms 26:7 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ମୁଁ ମାରେ ନିର୍ଦ୍ ଦୋଷତା ପ୍ରମାଣ ପାଇଁ ମାରେ ହାତ ପ୍ରକ୍ଷାଳନ କରେ, ତଣେୁ ତୁମ୍ଭର ୟଜ୍ଞବଦେୀ ନିକଟକୁ ଆସିପାରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ମୁଁ ନିର୍ଦ୍ଦୋଷତାରେ ଆପଣା ହସ୍ତ ପ୍ରକ୍ଷାଳନ କରି ତୁମ୍ଭର ଯଜ୍ଞବେଦି ପ୍ରଦକ୍ଷିଣ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ମୁଁ ମୋର ନିର୍ଦ୍ଦୋଷତା ପ୍ରମାଣ ପାଇଁ ମୋର ହାତ ପ୍ରକ୍ଷାଳନ କରେ, ତେଣୁ ତୁମ୍ଭର ଯଜ୍ଞବେଦି ନିକଟକୁ ଆସିପାରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ମୁଁ ନିର୍ଦ୍ଦୋଷତାରେ ଆପଣା ହସ୍ତ ପ୍ରକ୍ଷାଳନ କରି ତୁମ୍ଭର ଯଜ୍ଞବେଦି ପ୍ରଦକ୍ଷିଣ କରିବି।
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ମୁଁ ନିର୍ଦ୍ଦୋଷତାରେ ଆପଣା ହସ୍ତ ପ୍ରକ୍ଷାଳନ କରି ତୁମ୍ଭର ଯଜ୍ଞବେଦି ପ୍ରଦକ୍ଷିଣ କରିବି।