Psalms 26:8 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ମୁଁ ତୁମ୍ଭର ଉପାସନା ମନ୍ଦିରକୁ ଭଲପାଏ ଓ ତୁମ୍ଭର ଗୌରବର ତମ୍ବୁକୁ ଭଲପାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ମୁଁ ତୁମ୍ଭର ନିବାସ-ଗୃହକୁ ଓ ତୁମ୍ଭ ଗୌରବର ବାସସ୍ଥାନକୁ ସ୍ନେହ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ମୁଁ ତୁମ୍ଭର ଉପାସନା ମନ୍ଦିରକୁ ଭଲପାଏ ଓ ତୁମ୍ଭର ଗୌରବର ତମ୍ବୁକୁ ଭଲପାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ମୁଁ ତୁମ୍ଭର ନିବାସ-ଗୃହକୁ ଓ ତୁମ୍ଭ ଗୌରବର ବାସସ୍ଥାନକୁ ସ୍ନେହ କରେ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ମୁଁ ତୁମ୍ଭର ନିବାସ-ଗୃହକୁ ଓ ତୁମ୍ଭ ଗୌରବର ବାସସ୍ଥାନକୁ ସ୍ନେହ କରେ।