Psalms 27:1 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ ତୁମ୍ଭେ ମାରେ ଆ ଲୋକବର୍ତ୍ତିକା ଓ ମାରେ ତ୍ରାଣକର୍ତ୍ତା। ମୁଁ ତାହାଦ୍ବାରା ଭୟଭୀତ ହବେି ନାହିଁ। ସଦାପ୍ରଭୁଙ୍କ ଆଶ୍ରଯସ୍ଥଳ ମାେ ପାଇଁ ସବୁଠାରୁ ନିରାପଦସ୍ଥଳ। ତଣେୁ ମୁଁ କାହାରିକୁ ଭୟ କରିବି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦାଉଦଙ୍କର ଗୀତ । ସଦାପ୍ରଭୁ ମୋହର ଦୀପ୍ତି ଓ ମୋହର ପରିତ୍ରାଣ; ମୁଁ କାହାକୁ ଭୟ କରିବି? ସଦାପ୍ରଭୁ ମୋʼ ଜୀବନର ବଳ; ମୁଁ କାହାଠାରୁ ଭୀତ ହେବି?
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦଙ୍କର ଗୀତ। ହେ ସଦାପ୍ରଭୁ ତୁମ୍ଭେ ମୋର ଆଲୋକବର୍ତ୍ତିକା ଓ ମୋର ତ୍ରାଣକର୍ତ୍ତା। ମୁଁ ତାହାଦ୍ୱାରା ଭୟଭୀତ ହେବି ନାହିଁ। ସଦାପ୍ରଭୁଙ୍କ ଆଶ୍ରୟସ୍ଥଳ ମୋ’ ପାଇଁ ସବୁଠାରୁ ନିରାପଦସ୍ଥଳ। ତେଣୁ ମୁଁ କାହାରିକୁ ଭୟ କରିବି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ମୋହର ଦୀପ୍ତି ଓ ମୋହର ପରିତ୍ରାଣ; ମୁଁ କାହାକୁ ଭୟ କରିବି? ସଦାପ୍ରଭୁ ମୋʼ ଜୀବନର ବଳ; ମୁଁ କାହାଠାରୁ ଭୀତ ହେବି?
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ମୋହର ଦୀପ୍ତି ଓ ମୋହର ପରିତ୍ରାଣ; ମୁଁ କାହାକୁ ଭୟ କରିବି? ସଦାପ୍ରଭୁ ମୋ’ ଜୀବନର ବଳ; ମୁଁ କାହାଠାରୁ ଭୀତ ହେବି?