Psalms 27:10 — Compare Translations

5 translations compared side by side

Odia - 1840
"ମାରେ ପିତାମାତା ମାେତେ ଛାଡ଼ି ଚାଲିଗଲେ। କିନ୍ତୁ ସଦାପ୍ରଭୁ ମାେତେ ଲାଳନପାଳନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମୋହର ପିତା ଓ ମୋହର ମାତା ମୋତେ ପରିତ୍ୟାଗ କରିଅଛନ୍ତି, ମାତ୍ର ସଦାପ୍ରଭୁ ମୋତେ ଉଠାଇ ନେବେ ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ପିତାମାତା ମୋତେ ଛାଡ଼ି ଗ୍ଭଲିଗଲେ। କିନ୍ତୁ ସଦାପ୍ରଭୁ ମୋତେ ଲାଳନପାଳନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମୋହର ପିତା ଓ ମୋହର ମାତା ମୋତେ ପରିତ୍ୟାଗ କରିଅଛନ୍ତି, ମାତ୍ର ସଦାପ୍ରଭୁ ମୋତେ ଉଠାଇ ନେବେ।
Odia IRV 2017 (ଓଡିଆ ବାଇବେଲ)
କାରଣ ମୋହର ପିତା ଓ ମୋହର ମାତା ମୋତେ ପରିତ୍ୟାଗ କରିଅଛନ୍ତି, ମାତ୍ର ସଦାପ୍ରଭୁ ମୋତେ ଉଠାଇ ନେବେ।