Psalms 27:11 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ମାରେ ଶତ୍ରୁମାନେ ଅଛନ୍ତି। ତଣେୁ ମାେତେ ନ୍ଯାଯମାର୍ଗ ପ୍ରଦର୍ଶନ କର। ମାେତେ ସରଳ ମାର୍ଗରେ ୟିବାକୁ ଶିକ୍ଷା ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ମୋହର ଶତ୍ରୁଗଣ ସକାଶୁ ମୋତେ ତୁମ୍ଭର ମାର୍ଗ ଶିଖାଅ; ଓ ସରଳ ପଥରେ ମୋତେ କଢ଼ାଇ ନିଅ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ମୋର ଶତ୍ରୁମାନେ ଅଛନ୍ତି। ତେଣୁ ମୋତେ ନ୍ୟାୟମାର୍ଗ ପ୍ରଦର୍ଶନ କର। ମୋତେ ସରଳ ମାର୍ଗରେ ଯିବାକୁ ଶିକ୍ଷା ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ମୋହର ଶତ୍ରୁଗଣ ସକାଶୁ ମୋତେ ତୁମ୍ଭର ମାର୍ଗ ଶିଖାଅ; ଓ ସରଳ ପଥରେ ମୋତେ କଢ଼ାଇ ନିଅ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ମୋହର ଶତ୍ରୁଗଣ ସକାଶୁ ମୋତେ ତୁମ୍ଭର ମାର୍ଗ ଶିଖାଅ; ଓ ସରଳ ପଥରେ ମୋତେ କଢ଼ାଇ ନିଅ।