Psalms 27:12 — Compare Translations

5 translations compared side by side

Odia - 1840
"ମାରେ ଶତ୍ରୁମାନେ ମାେତେ ଆକ୍ରମଣ କରିଛନ୍ତି। ସମାନେେ ମାେ ବିଷଯରେ ମିଥ୍ଯା କହିଛନ୍ତି। ସମାନେେ ମାେତେ ମିଥ୍ଯା କହି ଆଘାତ ଦଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼ ବିପକ୍ଷଗଣର ବାଞ୍ଛାରେ ମୋତେ ସମର୍ପଣ କର ନାହିଁ; କାରଣ ମିଥ୍ୟାସାକ୍ଷୀମାନେ ଓ ନିଷ୍ଠୁରତାରୂପ ନିଶ୍ଵାସ ମାରିବା ଲୋକେ ମୋʼ ବିରୁଦ୍ଧରେ ଉଠିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଶତ୍ରୁମାନେ ମୋତେ ଆକ୍ରମଣ କରିଛନ୍ତି। ସେମାନେ ମୋ’ ବିଷୟରେ ମିଥ୍ୟା କହିଛନ୍ତି। ସେମାନେ ମୋତେ ମିଥ୍ୟା କହି ଆଘାତ ଦେଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋʼ ବିପକ୍ଷଗଣର ବାଞ୍ଛାରେ ମୋତେ ସମର୍ପଣ କର ନାହିଁ; କାରଣ ମିଥ୍ୟାସାକ୍ଷୀମାନେ ଓ ନିଷ୍ଠୁରତାରୂପ ନିଶ୍ୱାସ ମାରିବା ଲୋକେ ମୋʼ ବିରୁଦ୍ଧରେ ଉଠିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ମୋ’ ବିପକ୍ଷଗଣର ବାଞ୍ଛାରେ ମୋତେ ସମର୍ପଣ କର ନାହିଁ; କାରଣ ମିଥ୍ୟାସାକ୍ଷୀମାନେ ଓ ନିଷ୍ଠୁରତାରୂପ ନିଶ୍ୱାସ ମାରିବା ଲୋକେ ମୋ’ ବିରୁଦ୍ଧରେ ଉଠିଅଛନ୍ତି।