Psalms 27:13 — Compare Translations

5 translations compared side by side

Odia - 1840
"ମୁଁ ପ୍ରକୃତରେ ବିଶ୍ବାସ କରେ ୟେ, ମୃତ୍ଯୁ ପୂର୍ବରୁ ମୁଁ ନିଶ୍ଚଯ ସଦାପ୍ରଭୁଙ୍କର ମହିମା ଦର୍ଶନ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଜୀବିତମାନଙ୍କ ଦେଶରେ ସଦାପ୍ରଭୁଙ୍କର ମଙ୍ଗଳ ଭାବ ଦେଖିବାକୁ ବିଶ୍ଵାସ କରି ନ ଥିଲେ, ମୂର୍ଚ୍ଛିତ ହୋଇଥାʼନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ପ୍ରକୃତରେ ବିଶ୍ୱାସ କରେ ଯେ, ମୃତ୍ୟୁ ପୂର୍ବରୁ ମୁଁ ନିଶ୍ଚୟ ସଦାପ୍ରଭୁଙ୍କର ମହିମା ଦର୍ଶନ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଜୀବିତମାନଙ୍କ ଦେଶରେ ସଦାପ୍ରଭୁଙ୍କର ମଙ୍ଗଳଭାବ ଦେଖିବାକୁ ବିଶ୍ୱାସ କରି ନ ଥିଲେ, ମୂର୍ଚ୍ଛିତ ହୋଇଥାʼନ୍ତି।
Odia IRV 2017 (ଓଡିଆ ବାଇବେଲ)
ମୁଁ ଜୀବିତମାନଙ୍କ ଦେଶରେ ସଦାପ୍ରଭୁଙ୍କର ମଙ୍ଗଳ ଭାବ ଦେଖିବାକୁ ବିଶ୍ୱାସ କରି ନ ଥିଲେ, ମୂର୍ଚ୍ଛିତ ହୋଇଥା’ନ୍ତି।