Psalms 27:2 — Compare Translations
5 translations compared side by side
Odia - 1840
"ଦୁଷ୍ଟ ଲୋକମାନେ ହୁଏତ ମାେତେ ଆକ୍ରମଣ କରିପାରନ୍ତି, ସମାନେେ ମାରେ ଶରୀରକୁ ଆଘାତ କରିବାକୁ ଚାହାଁନ୍ତି। ମାରେ ଶତ୍ରୁମାନେ ମାେତେ ଆକ୍ରମଣ କରି ଧ୍ବଂସ କରିଦବୋକୁ ଚାହାଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୁଷ୍କର୍ମକାରୀଗଣ ମୋହର ମାଂସ ଗ୍ରାସ କରିବା ପାଇଁ ମୋତେ ଆକ୍ରମଣ କରିବା ବେଳେ ମୋହର ସେହି ବିପକ୍ଷ ଓ ଶତ୍ରୁମାନେ ଝୁଣ୍ଟି ପତିତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଷ୍ଟ ଲୋକମାନେ ହୁଏତ ମୋତେ ଆକ୍ରମଣ କରି ପାରନ୍ତି, ସେମାନେ ମୋର ଶରୀରକୁ ଆଘାତ କରିବାକୁ ଗ୍ଭହାନ୍ତି। ମୋର ଶତ୍ରୁମାନେ ମୋତେ ଆକ୍ରମଣ କରି ଧ୍ୱଂସ କରିଦେବାକୁ ଗ୍ଭହାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୁଷ୍କର୍ମକାରୀଗଣ ମୋହର ମାଂସ ଗ୍ରାସ କରିବା ପାଇଁ ମୋତେ ଆକ୍ରମଣ କରିବା ବେଳେ ମୋହର ସେହି ବିପକ୍ଷ ଓ ଶତ୍ରୁମାନେ ଝୁଣ୍ଟି ପତିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଦୁଷ୍କର୍ମକାରୀଗଣ ମୋହର ମାଂସ ଗ୍ରାସ କରିବା ପାଇଁ ମୋତେ ଆକ୍ରମଣ କରିବା ବେଳେ ମୋହର ସେହି ବିପକ୍ଷ ଓ ଶତ୍ରୁମାନେ ଝୁଣ୍ଟି ପତିତ ହେଲେ।