Psalms 27:3 — Compare Translations
5 translations compared side by side
Odia - 1840
"ୟଦି ସମସ୍ତ ସନୋବାହିନୀ ମାରେ ଚାରି ଦିଗରୁ ମାେତେ ଘରେି ୟାଆନ୍ତି, ତବେେ ମୁଁ ଭୟ କରିବି ନାହିଁ। ୟଦି ମାେତେ ଲୋକମାନେ ୟୁଦ୍ଧ କ୍ଷେତ୍ରରେ ଆକ୍ରମଣ କରନ୍ତି, ତଥାପି ମୁଁ ଭୟଭୀତ ହବେି ନାହିଁ। କାରଣ ମୁଁ ସଦାପ୍ରଭୁଙ୍କୁ ବିଶ୍ବାସ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୈନ୍ୟଦଳ ମୋʼ ବିରୁଦ୍ଧରେ ଛାଉଣି କଲେ ହେଁ ମୋହର ଅନ୍ତଃକରଣ ଭୟ କରିବ ନାହିଁ; ଯେବେ ଯୁଦ୍ଧ ମୋʼ ବିରୁଦ୍ଧରେ ଉଠେ, ତେବେ ମଧ୍ୟ ମୁଁ ସାହସିକ ହେବି ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ସମସ୍ତ ସେନାବାହିନୀ ମୋର ଗ୍ଭରି ଦିଗରୁ ମୋତେ ଘେରି ଯାଆନ୍ତି, ତେବେ ମୁଁ ଭୟ କରିବି ନାହିଁ। ଯଦି ମୋତେ ଲୋକମାନେ ଯୁଦ୍ଧ କ୍ଷେତ୍ରରେ ଆକ୍ରମଣ କରନ୍ତି, ତଥାପି ମୁଁ ଭୟଭୀତ ହେବି ନାହିଁ, କାରଣ ମୁଁ ସଦାପ୍ରଭୁଙ୍କୁ ବିଶ୍ୱାସ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସୈନ୍ୟଦଳ ମୋʼ ବିରୁଦ୍ଧରେ ଛାଉଣି କଲେ ହେଁ ମୋହର ଅନ୍ତଃକରଣ ଭୟ କରିବ ନାହିଁ; ଯଦି ଯୁଦ୍ଧ ମୋʼ ବିରୁଦ୍ଧରେ ଉଠେ, ତେବେ ମଧ୍ୟ ମୁଁ ସାହସିକ ହେବି।
Odia IRV 2017 (ଓଡିଆ ବାଇବେଲ)
ସୈନ୍ୟଦଳ ମୋ’ ବିରୁଦ୍ଧରେ ଛାଉଣି କଲେ ହେଁ ମୋହର ଅନ୍ତଃକରଣ ଭୟ କରିବ ନାହିଁ; ଯଦି ଯୁଦ୍ଧ ମୋ’ ବିରୁଦ୍ଧରେ ଉଠେ, ତେବେ ମଧ୍ୟ ମୁଁ ସାହସିକ ହେବି।