Psalms 27:4 — Compare Translations
5 translations compared side by side
Odia - 1840
"ମୁଁ ସଦାପ୍ରଭୁଙ୍କଠାରେ ଗୋଟିଏ ମାତ୍ର ବିଷଯ ପ୍ରାର୍ଥନା କରେ, ୟପରେି ମାରେ ଜୀବନସାରା ସଦାପ୍ରଭୁଙ୍କ ଉପାସନା ମନ୍ଦିରରେ ବସିବାକୁ ସୁଯୋଗ ପାଏ, ୟାହା ଫଳରେ କି ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ୟ୍ଯକୁ ଦେଖିପାରିବି ଓ ତାଙ୍କ ପ୍ରାସାଦକୁ ଦର୍ଶନ କରିପାରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ଯ୍ୟ ଦେଖିବା ପାଇଁ ଓ ତାହାଙ୍କ ମନ୍ଦିରରେ ଅନୁସନ୍ଧାନ କରିବା ପାଇଁ ଯେପରି ଯାବଜ୍ଜୀବନ ସଦାପ୍ରଭୁଙ୍କ ଗୃହରେ ବାସ କରିବି, ଏହି ଏକ ବିଷୟ ମୁଁ ସଦାପ୍ରଭୁଙ୍କ ନିକଟରେ ମାଗିଅଛି, ତାହା ହିଁ ମୁଁ ଅନ୍ଵେଷଣ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସଦାପ୍ରଭୁଙ୍କଠାରେ ଗୋଟିଏ ମାତ୍ର ବିଷୟ ପ୍ରାର୍ଥନା କରେ, “ଯେପରି ମୋର ଜୀବନସାରା ସଦାପ୍ରଭୁଙ୍କ ଉପାସନା ମନ୍ଦିରରେ ବସିବାକୁ ସୁଯୋଗ ପାଏ, ଯାହା ଫଳରେ କି ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ଯ୍ୟକୁ ଦେଖି ପାରିବି ଓ ତାଙ୍କ ପ୍ରାସାଦକୁ ଦର୍ଶନ କରି ପାରିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ଯ୍ୟ ଦେଖିବା ପାଇଁ ଓ ତାହାଙ୍କ ମନ୍ଦିରରେ ଅନୁସନ୍ଧାନ କରିବା ପାଇଁ ଯେପରି ଯାବଜ୍ଜୀବନ ସଦାପ୍ରଭୁଙ୍କ ଗୃହରେ ବାସ କରିବି, ଏହି ଏକ ବିଷୟ ମୁଁ ସଦାପ୍ରଭୁଙ୍କ ନିକଟରେ ମାଗିଅଛି, ତାହା ହିଁ ମୁଁ ଅନ୍ୱେଷଣ କରିବି।
Odia IRV 2017 (ଓଡିଆ ବାଇବେଲ)
ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ଯ୍ୟ ଦେଖିବା ପାଇଁ ଓ ତାହାଙ୍କ ମନ୍ଦିରରେ ଅନୁସନ୍ଧାନ କରିବା ପାଇଁ ଯେପରି ଯାବଜ୍ଜୀବନ ସଦାପ୍ରଭୁଙ୍କ ଗୃହରେ ବାସ କରିବି, ଏହି ଏକ ବିଷୟ ମୁଁ ସଦାପ୍ରଭୁଙ୍କ ନିକଟରେ ମାଗିଅଛି, ତାହା ହିଁ ମୁଁ ଅନ୍ୱେଷଣ କରିବି।