Psalms 27:5 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ମାେତେ ନିଶ୍ଚଯ ବିପଦରୁ ରକ୍ଷା କରିବେ। ସେ ମାେତେ ତାଙ୍କ ମନ୍ଦିରରେ ଲୁଚାଇ ରଖିବେ। ସେ ମାେତେ ନଇେ ତାଙ୍କ ନିରାପଦ ସ୍ଥାନରେ ରଖିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ବିପଦ ଦିନରେ ସେ ଆପଣା ଆବାସରେ ମୋତେ ଗୋପନ କରି ରଖିବେ; ସେ ଆପଣା ତମ୍ଵୁର ଅନ୍ତରାଳରେ ମୋତେ ଲୁଚାଇବେ; ସେ ମୋତେ ଶୈଳ ଉପରକୁ ଉଠାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମୋତେ ନିଶ୍ଚୟ ବିପଦରୁ ରକ୍ଷା କରିବେ। ସେ ମୋତେ ତାଙ୍କ ମନ୍ଦିରରେ ଲୁଗ୍ଭଇ ରଖିବେ। ସେ ମୋତେ ନେଇ ତାଙ୍କ ନିରାପଦ ସ୍ଥାନରେ ରଖିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ବିପଦ ଦିନରେ ସେ ଆପଣା ଆବାସରେ ମୋତେ ଗୋପନ କରି ରଖିବେ; ସେ ଆପଣା ତମ୍ବୁର ଅନ୍ତରାଳରେ ମୋତେ ଲୁଚାଇବେ; ସେ ମୋତେ ଶୈଳ ଉପରକୁ ଉଠାଇବେ।
Odia IRV 2017 (ଓଡିଆ ବାଇବେଲ)
କାରଣ ବିପଦ ଦିନରେ ସେ ଆପଣା ଆବାସରେ ମୋତେ ଗୋପନ କରି ରଖିବେ; ସେ ଆପଣା ତମ୍ବୁର ଅନ୍ତରାଳରେ ମୋତେ ଲୁଚାଇବେ; ସେ ମୋତେ ଶୈଳ ଉପରକୁ ଉଠାଇବେ।