Psalms 27:6 — Compare Translations
5 translations compared side by side
Odia - 1840
"ମାରେ ଶତ୍ରୁମାନେ ମାେତେ ଘରେି ଗଲଣେି। କିନ୍ତୁ ମାରେ ସଦାପ୍ରଭୁ ସମାନଙ୍କେୁ ପରାସ୍ତ କରି ମାେତେ ରକ୍ଷା କରିବେ। ତା'ପରେ ମୁଁ ତାଙ୍କ ମନ୍ଦିରରେ ମାରେ ବଳିଦାନ ଅର୍ପଣ କରିବି। ମୁଁ ଆନନ୍ଦ ଧ୍ବନିରେ ବଳିଦାନ ଉତ୍ସର୍ଗ ଦବେି। ମୁଁ ଗୀତ ବୋଲି ସଦାପ୍ରଭୁଙ୍କର ମହିମା ବର୍ଣ୍ଣନା କରି ତାଙ୍କ ପ୍ରତି ଥିବା ସମ୍ମାନକୁ ନିବଦନେ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଏବେ ମୋʼ ଚତୁର୍ଦ୍ଦିଗସ୍ଥିତ ଶତ୍ରୁଗଣ ଉପରେ ମୋହର ମସ୍ତକ ଉନ୍ନତ ହେବ; ଆଉ, ମୁଁ ତାହାଙ୍କ ତମ୍ଵୁରେ ଜୟଧ୍ଵନିର ବଳି ଉତ୍ସର୍ଗ କରିବି; ମୁଁ ଗାନ କରିବି, ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଶତ୍ରୁମାନେ ମୋତେ ଘେରି ଗଲେଣି। କିନ୍ତୁ ମୋର ସଦାପ୍ରଭୁ ସେମାନଙ୍କୁ ପରାସ୍ତ କରି ମୋତେ ରକ୍ଷା କରିବେ। ତା’ପରେ ମୁଁ ତାଙ୍କ ମନ୍ଦିରରେ ମୋର ବଳିଦାନ ଅର୍ପଣ କରିବି। ମୁଁ ଆନନ୍ଦ ଧ୍ୱନିରେ ବଳିଦାନ ଉତ୍ସର୍ଗ ଦେବି। ମୁଁ ଗୀତ ବୋଲି ସଦାପ୍ରଭୁଙ୍କର ମହିମା ବର୍ଣ୍ଣନା କରି ତାଙ୍କ ପ୍ରତି ଥିବା ସମ୍ମାନକୁ ନିବେଦନ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଏବେ ମୋʼ ଚତୁର୍ଦ୍ଦିଗସ୍ଥିତ ଶତ୍ରୁଗଣ ଉପରେ ମୋହର ମସ୍ତକ ଉନ୍ନତ ହେବ; ଆଉ, ମୁଁ ତାହାଙ୍କ ତମ୍ବୁରେ ଜୟଧ୍ୱନିର ବଳି ଉତ୍ସର୍ଗ କରିବି; ମୁଁ ଗାନ କରିବି, ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।
Odia IRV 2017 (ଓଡିଆ ବାଇବେଲ)
ଏଣୁ ଏବେ ମୋ’ ଚତୁର୍ଦ୍ଦିଗସ୍ଥିତ ଶତ୍ରୁଗଣ ଉପରେ ମୋହର ମସ୍ତକ ଉନ୍ନତ ହେବ; ଆଉ, ମୁଁ ତାହାଙ୍କ ତମ୍ବୁରେ ଜୟଧ୍ୱନିର ବଳି ଉତ୍ସର୍ଗ କରିବି; ମୁଁ ଗାନ କରିବି, ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।