Psalms 27:7 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ମାରେ ଡ଼ାକ ଶୁଣ। ମାେତେ ଉତ୍ତର ଦିଅ ଓ ମାେ ପ୍ରତି ସଦଯ ହୁଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ମୁଁ ଆପଣା ରବରେ ଡାକିବା ବେଳେ ଶୁଣ; ମୋʼ ପ୍ରତି ଦୟା କର ଓ ମୋତେ ଉତ୍ତର ଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ମୋର ଡାକ ଶୁଣ। ମୋତେ ଉତ୍ତର ଦିଅ ଓ ମୋ’ ପ୍ରତି ସଦୟ ହୁଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ମୁଁ ଆପଣା ରବରେ ଡାକିବା ବେଳେ ଶୁଣ; ମୋʼ ପ୍ରତି ଦୟା କର ଓ ମୋତେ ଉତ୍ତର ଦିଅ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ମୁଁ ଆପଣା ରବରେ ଡାକିବା ବେଳେ ଶୁଣ; ମୋ’ ପ୍ରତି ଦୟା କର ଓ ମୋତେ ଉତ୍ତର ଦିଅ।