Psalms 27:8 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ମୁଁ ତୁମ୍ଭ ସହିତ କଥା ହବୋକୁ ଚା ହେଁ। ମୁଁ ତୁମ୍ଭ ସହିତ ଅନ୍ତରର ଗଭୀରତମ ପ୍ରଦେଶରୁ କଥା ହବୋକୁ ଚା ହେଁ। ମୁଁ ତୁମ୍ଭ ନିକଟକୁ କହିବା ପାଇଁ ଆସିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
(ଯେତେବେଳେ ତୁମ୍ଭେ କହିଲ,) ତୁମ୍ଭେମାନେ ମୋହର ମୁଖ ଅନ୍ଵେଷଣ କର; ମୋʼ ଅନ୍ତଃକରଣ ତୁମ୍ଭଙ୍କୁ କହିଲା, ସଦାପ୍ରଭୋ, ମୁଁ ତୁମ୍ଭର ମୁଖ ଅନ୍ଵେଷଣ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ମୁଁ ତୁମ୍ଭ ସହିତ କଥା ହେବାକୁ ଗ୍ଭହେଁ। ମୁଁ ତୁମ୍ଭ ସହିତ ଅନ୍ତରର ଗଭୀରତମ ପ୍ରଦେଶରୁ କଥା ହେବାକୁ ଗ୍ଭହେଁ। ମୁଁ ତୁମ୍ଭ ନିକଟକୁ କହିବା ପାଇଁ ଆସିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେତେବେଳେ ତୁମ୍ଭେ କହିଲ, “ତୁମ୍ଭେମାନେ ମୋହର ମୁଖ ଅନ୍ୱେଷଣ କର,” ମୋʼ ଅନ୍ତଃକରଣ ତୁମ୍ଭଙ୍କୁ କହିଲା, “ସଦାପ୍ରଭୋ, ମୁଁ ତୁମ୍ଭର ମୁଖ ଅନ୍ୱେଷଣ କରିବି।”
Odia IRV 2017 (ଓଡିଆ ବାଇବେଲ)
ଯେତେବେଳେ ତୁମ୍ଭେ କହିଲ, “ତୁମ୍ଭେମାନେ ମୋହର ମୁଖ ଅନ୍ୱେଷଣ କର,” ମୋ’ ଅନ୍ତଃକରଣ ତୁମ୍ଭଙ୍କୁ କହିଲା, “ସଦାପ୍ରଭୁ, ମୁଁ ତୁମ୍ଭର ମୁଖ ଅନ୍ୱେଷଣ କରିବି।”