Psalms 27:9 — Compare Translations

5 translations compared side by side

Odia - 1840
"ହେ ପରମେଶ୍ବର, ମାେ ଠାରୁ ଆପଣା ମୁଖ ଲୁଚାଅ ନାହିଁ। ମାେତେ ସାହାୟ୍ଯ କର। ମାେତେ ଦୂର କର ନାହିଁ। ମାେତେ ପରିତ୍ଯାଗ କର ନାହିଁ। ମାରେ ପରମେଶ୍ବର, ତୁମ୍ଭେ ହିଁ ମାରେ ତ୍ରାଣକର୍ତ୍ତା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼଠାରୁ ଆପଣା ମୁଖ ଲୁଚାଅ ନାହିଁ; କ୍ରୋଧରେ ଆପଣା ଦାସକୁ ଦୂର କର ନାହିଁ; ତୁମ୍ଭେ ମୋହର ସହାୟ ହୋଇଅଛ; ହେ ମୋʼ ପରିତ୍ରାଣର ପରମେଶ୍ଵର, ମୋତେ ଦୂର କର ନାହିଁ, କିଅବା ପରିତ୍ୟାଗ କର ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ମୋ’ଠାରୁ ଆପଣା ମୁଖ ଲୁଗ୍ଭଅ ନାହିଁ। ମୋତେ ସାହାଯ୍ୟ କର। ମୋତେ ଦୂର କର ନାହିଁ। ମୋତେ ପରିତ୍ୟାଗ କର ନାହିଁ। ମୋର ପରମେଶ୍ୱର, ତୁମ୍ଭେ ହିଁ ମୋର ତ୍ରାଣକର୍ତ୍ତା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋʼ ଠାରୁ ଆପଣା ମୁଖ ଲୁଚାଅ ନାହିଁ; କ୍ରୋଧରେ ଆପଣା ଦାସକୁ ଦୂର କର ନାହିଁ; ତୁମ୍ଭେ ମୋହର ସହାୟ ହୋଇଅଛ; ହେ ମୋʼ ପରିତ୍ରାଣର ପରମେଶ୍ୱର, ମୋତେ ଦୂର କର ନାହିଁ, କିଅବା ପରିତ୍ୟାଗ କର ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମୋ’ଠାରୁ ଆପଣା ମୁଖ ଲୁଚାଅ ନାହିଁ; କ୍ରୋଧରେ ଆପଣା ଦାସକୁ ଦୂର କର ନାହିଁ; ତୁମ୍ଭେ ମୋହର ସହାୟ ହୋଇଅଛ; ହେ ମୋ’ ପରିତ୍ରାଣର ପରମେଶ୍ୱର, ମୋତେ ଦୂର କର ନାହିଁ, କିଅବା ପରିତ୍ୟାଗ କର ନାହିଁ।