Psalms 28:1 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ତୁମ୍ଭେ ମାରେ ଶକ୍ତିଶାଳୀ ଶୈଳ ସଦୃଶ। ମୁଁ ତୁମ୍ଭକୁ ସାହାୟ୍ଯ ପାଇଁ ପ୍ରାର୍ଥନା କରୁଛି। ତୁମ୍ଭେ ମାେ ପ୍ରତି ନୀରବ ହୁଅ ନାହିଁ। ୟଦି ମାରେ ସହାୟତା ପାଇଁ ପ୍ରାର୍ଥନାର ଉତ୍ତର ନ ଦିଅ, ତାହା ହେଲେ ଲୋକମାନେ ଭାବିବେ ମୁଁ ସହେି କବର ଭିତରେ ଥିବା ଲୋକମାନଙ୍କଠାରୁ କୌଣସି ଗୁଣରେ ନ୍ଯୁନ ହୁ ହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ ଡାକ ପକାଇବି; ହେ ମୋହର ଶୈଳ, ମୋʼ ପ୍ରତି ନୀରବ ହୁଅ ନାହିଁ; କେଜାଣି ତୁମ୍ଭେ ମୋʼ ପ୍ରତି ନୀରବ ହେଲେ, ମୁଁ ଗର୍ତ୍ତଗାମୀ ଲୋକମାନଙ୍କ ପରି ହେବି ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦଙ୍କର ଗୀତ। ହେ ସଦାପ୍ରଭୁ, ତୁମ୍ଭେ ମୋର ଶକ୍ତିଶାଳୀ ଶୈଳ ସଦୃଶ। ମୁଁ ତୁମ୍ଭକୁ ସାହାଯ୍ୟ ପାଇଁ ପ୍ରାର୍ଥନା କରୁଛି। ତୁମ୍ଭେ ମୋ’ ପ୍ରତି ନୀରବ ହୁଅ ନାହିଁ। ଯଦି ମୋର ସହାୟତା ପାଇଁ ପ୍ରାର୍ଥନାର ଉତ୍ତର ନ ଦିଅ, ତାହାହେଲେ ଲୋକମାନେ ଭାବିବେ ମୁଁ ସେହି କବର ଭିତରେ ଥିବା ଲୋକମାନଙ୍କଠାରୁ କୌଣସି ଗୁଣରେ ନ୍ୟୁନ ହୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ ଡାକ ପକାଇବି; ହେ ମୋହର ଶୈଳ, ମୋʼ ପ୍ରତି ନୀରବ ହୁଅ ନାହିଁ; କେଜାଣି ତୁମ୍ଭେ ମୋʼ ପ୍ରତି ନୀରବ ହେଲେ, ମୁଁ ଗର୍ତ୍ତଗାମୀ ଲୋକମାନଙ୍କ ପରି ହେବି।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ଡାକ ପକାଇବି; ହେ ମୋହର ଶୈଳ, ମୋ’ ପ୍ରତି ନୀରବ ହୁଅ ନାହିଁ; କେଜାଣି ତୁମ୍ଭେ ମୋ’ ପ୍ରତି ନୀରବ ହେଲେ, ମୁଁ ଗର୍ତ୍ତଗାମୀ ଲୋକମାନଙ୍କ ପରି ହେବି।