Psalms 28:2 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ମୁଁ ମାରେ ଦୁଇହାତ ଟକେି ତୁମ୍ଭର ମହାପବିତ୍ରସ୍ଥାନ ଆଡ଼କୁ ପ୍ରାର୍ଥନା କରୁଛି। ମୁଁ ଯେତବେେଳେ ତୁମ୍ଭକୁ ଡ଼ାକୁଛି। ମାେ ନିବଦନେ ଟିକେ ଶୁଣ। ମାେ ପ୍ରତି କୃପା ପ୍ରଦର୍ଶନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲା ବେଳେ, ତୁମ୍ଭ ପବିତ୍ର ସ୍ଥାନର ଗର୍ଭାଗାର ଆଡ଼େ ଆପଣା ହସ୍ତ ଟେକିବା ବେଳେ, ମୋʼ ନିବେଦନର ରବ ଶ୍ରବଣ କର ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ମୁଁ ମୋର ଦୁଇ ହାତ ଟେକି ତୁମ୍ଭର ମହାପବିତ୍ର ସ୍ଥାନ ଆଡ଼କୁ ପ୍ରାର୍ଥନା କରୁଛି। ମୁଁ ଯେତେବେଳେ ତୁମ୍ଭକୁ ଡାକୁଛି। ମୋ’ ନିବେଦନ ଟିକେ ଶୁଣ। ମୋ’ ପ୍ରତି କୃପା ପ୍ରଦର୍ଶନ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲା ବେଳେ, ତୁମ୍ଭ ମହାପବିତ୍ର ସ୍ଥାନ ଆଡ଼େ ଆପଣା ହସ୍ତ ଟେକିବା ବେଳେ, ମୋʼ ନିବେଦନର ରବ ଶ୍ରବଣ କର।
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲା ବେଳେ, ତୁମ୍ଭ ମହାପବିତ୍ର ସ୍ଥାନ ଆଡ଼େ ଆପଣା ହସ୍ତ ଟେକିବା ବେଳେ, ମୋ’ ନିବେଦନର ରବ ଶ୍ରବଣ କର।