Psalms 28:3 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ମାେତେ ସହେି ଦୁଷ୍ଟ ଲୋକଙ୍କ ମଧ୍ଯରୁ ଜଣେ ବୋଲି ଗଣ ନାହିଁ। ସହେି ଲୋକମାନେ ତାଙ୍କର ପଡ଼ୋଶୀମାନଙ୍କୁ ଶାନ୍ତିର ସନ୍ଦେଶ ଶୁଣାନ୍ତି କିନ୍ତୁ ହୃଦଯ ମଧ୍ୟରେ ସମାନେେ ସହେି ପଡ଼ୋଶୀମାନଙ୍କ ବିରୁଦ୍ଧରେ ମନ୍ଦ ଯୋଜନା କରୁଥାଆନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୁଷ୍ଟ ଓ ଅଧର୍ମାଚାରୀମାନଙ୍କ ସଙ୍ଗେ ମୋତେ ଟାଣି ନିଅ ନାହିଁ; ସେମାନେ ସ୍ଵ ସ୍ଵ ପ୍ରତିବାସୀମାନଙ୍କ ସଙ୍ଗେ ଶାନ୍ତିର କଥା କହନ୍ତି, ମାତ୍ର ସେମାନଙ୍କ ଅନ୍ତଃକରଣରେ ଅନିଷ୍ଟ ଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ମୋତେ ସେହି ଦୁଷ୍ଟ ଲୋକଙ୍କ ମଧ୍ୟରୁ ଜଣେ ବୋଲି ଗଣ ନାହିଁ। ସେହି ଲୋକମାନେ ତାଙ୍କର ପଡ଼ୋଶୀମାନଙ୍କୁ “ଶାନ୍ତିର ସନ୍ଦେଶ” ଶୁଣାନ୍ତି କିନ୍ତୁ ହୃଦୟ ମଧ୍ୟରେ ସେମାନେ ସେହି ପଡ଼ୋଶୀମାନଙ୍କ ବିରୁଦ୍ଧରେ ମନ୍ଦ ଯୋଜନା କରୁଥା’ନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୁଷ୍ଟ ଓ ଅଧର୍ମାଚାରୀମାନଙ୍କ ସଙ୍ଗେ ମୋତେ ଟାଣି ନିଅ ନାହିଁ; ସେମାନେ ସ୍ୱ ସ୍ୱ ପ୍ରତିବାସୀମାନଙ୍କ ସଙ୍ଗେ ଶାନ୍ତିର କଥା କହନ୍ତି, ମାତ୍ର ସେମାନଙ୍କ ଅନ୍ତଃକରଣରେ ଅନିଷ୍ଟ ଥାଏ।
Odia IRV 2017 (ଓଡିଆ ବାଇବେଲ)
ଦୁଷ୍ଟ ଓ ଅଧର୍ମାଚାରୀମାନଙ୍କ ସଙ୍ଗେ ମୋତେ ଟାଣି ନିଅ ନାହିଁ; ସେମାନେ ସ୍ୱ ସ୍ୱ ପ୍ରତିବାସୀମାନଙ୍କ ସଙ୍ଗେ ଶାନ୍ତିର କଥା କହନ୍ତି, ମାତ୍ର ସେମାନଙ୍କ ଅନ୍ତଃକରଣରେ ଅନିଷ୍ଟ ଥାଏ।