Psalms 28:4 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ସହେି ଲୋକମାନେ ଅନ୍ୟ ଲୋକମାନଙ୍କ ପ୍ରତି ଖରାପ ଆଚରଣ କରନ୍ତି। ତଣେୁ ସମାନେେ ସମାନଙ୍କେ କର୍ମାନୁରୂପ ଫଳ ପାଆନ୍ତୁ। ସମାନଙ୍କେୁ ୟଥାୟୋଗ୍ଯ ଫଳ ଦିଆଯାଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କ କର୍ମାନୁସାରେ ଓ ସେମାନଙ୍କ କ୍ରିୟାର ଦୁଷ୍ଟତାନୁସାରେ ସେମାନଙ୍କୁ ପ୍ରତିଫଳ ଦିଅ; ସେମାନଙ୍କ ହସ୍ତର କର୍ମାନୁରୂପ ଫଳ ସେମାନଙ୍କୁ ଦିଅ; ସେମାନଙ୍କୁ ସମୁଚିତ ଫଳ ଭୋଗ କରାଅ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ସେହି ଲୋକମାନେ ଅନ୍ୟ ଲୋକମାନଙ୍କ ପ୍ରତି ଖରାପ ଆଚରଣ କରନ୍ତି। ତେଣୁ ସେମାନେ ସେମାନଙ୍କ କର୍ମାନୁରୂପ ଫଳ ପାଆନ୍ତୁ। ସେମାନଙ୍କୁ ଯଥାଯୋଗ୍ୟ ଫଳ ଦିଆଯାଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କ କର୍ମାନୁସାରେ ଓ ସେମାନଙ୍କ କ୍ରିୟାର ଦୁଷ୍ଟତାନୁସାରେ ସେମାନଙ୍କୁ ପ୍ରତିଫଳ ଦିଅ; ସେମାନଙ୍କ ହସ୍ତର କର୍ମାନୁରୂପ ଫଳ ସେମାନଙ୍କୁ ଦିଅ; ସେମାନଙ୍କୁ ସମୁଚିତ ଫଳ ଭୋଗ କରାଅ।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କ କର୍ମାନୁସାରେ ଓ ସେମାନଙ୍କ କ୍ରିୟାର ଦୁଷ୍ଟତାନୁସାରେ ସେମାନଙ୍କୁ ପ୍ରତିଫଳ ଦିଅ; ସେମାନଙ୍କ ହସ୍ତର କର୍ମାନୁରୂପ ଫଳ ସେମାନଙ୍କୁ ଦିଅ; ସେମାନଙ୍କୁ ସମୁଚିତ ଫଳ ଭୋଗ କରାଅ।