Psalms 28:5 — Compare Translations

5 translations compared side by side

Odia - 1840
"ଦୁଷ୍ଟ ଲୋକମାନେ ସଦାପ୍ରଭୁଙ୍କ ସତ୍ଯ ଉଦ୍ଦେଶ୍ଯ ବୁଝିପାରନ୍ତି ନାହିଁ। ସମାନେେ ପରମେଶ୍ବରଙ୍କ ଉତ୍ତମ କାର୍ୟ୍ଯକୁ ଦେଖିପାରନ୍ତି ନାହିଁ। ନା, ସମାନେେ କିଛି ବୁଝନ୍ତି ନାହିଁ। ସମାନେେ କବଳେ ଧ୍ବଂସ କରିବାକୁ ଚାହାଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ସଦାପ୍ରଭୁଙ୍କ କ୍ରିୟା ଓ ତାହାଙ୍କ ହସ୍ତର କର୍ମସକଳ ବିବେଚନା ନ କରିବାରୁ ସେ ସେମାନଙ୍କୁ ଭାଙ୍ଗି ପକାଇବେ ଓ ସେମାନଙ୍କୁ ଗଢ଼ିବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଷ୍ଟ ଲୋକମାନେ ସଦାପ୍ରଭୁଙ୍କ ସତ୍ୟ ଉଦ୍ଦେଶ୍ୟ ବୁଝିପାରନ୍ତି ନାହିଁ। ସେମାନେ ପରମେଶ୍ୱରଙ୍କ ଉତ୍ତମ କାର୍ଯ୍ୟକୁ ଦେଖି ପାରନ୍ତି ନାହିଁ। ନା, ସେମାନେ କିଛି ବୁଝନ୍ତି ନାହିଁ। ସେମାନେ କେବଳ ଧ୍ୱଂସ କରିବାକୁ ଗ୍ଭହାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ସଦାପ୍ରଭୁଙ୍କ କ୍ରିୟା ଓ ତାହାଙ୍କ ହସ୍ତର କର୍ମସକଳ ବିବେଚନା ନ କରିବାରୁ ସେ ସେମାନଙ୍କୁ ଭାଙ୍ଗି ପକାଇବେ ଓ ସେମାନଙ୍କୁ ଗଢ଼ିବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ସଦାପ୍ରଭୁଙ୍କ କ୍ରିୟା ଓ ତାହାଙ୍କ ହସ୍ତର କର୍ମସକଳ ବିବେଚନା ନ କରିବାରୁ ସେ ସେମାନଙ୍କୁ ଭାଙ୍ଗି ପକାଇବେ ଓ ସେମାନଙ୍କୁ ଗଢ଼ିବେ ନାହିଁ।