Psalms 28:6 — Compare Translations

5 translations compared side by side

Odia - 1840
"ସଦାପ୍ରଭୁଙ୍କର ପ୍ରଶଂସା ହେଉ, କାରଣ ସେ ମାରେ ପ୍ରାର୍ଥନା, ଦୟାଳୁ ହାଇେ ଶୁଣିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଧନ୍ୟ ହେଉନ୍ତୁ, କାରଣ ସେ ମୋʼ ନିବେଦନର ରବ ଶୁଣିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କର ପ୍ରଶଂସା ହେଉ, କାରଣ ସେ ମୋର ପ୍ରାର୍ଥନା ଦୟାଳୁ ହୋଇ ଶୁଣିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଧନ୍ୟ ହେଉନ୍ତୁ, କାରଣ ସେ ମୋʼ ନିବେଦନର ରବ ଶୁଣିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଧନ୍ୟ ହେଉନ୍ତୁ, କାରଣ ସେ ମୋ’ ନିବେଦନର ରବ ଶୁଣିଅଛନ୍ତି।