Psalms 28:7 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ହିଁ ମାରେ ବଳ। ସେ ମାରେ ଢ଼ାଲ ସଦୃଶ। ମୁଁ ତାଙ୍କଠାରେ ବିଶ୍ବାସ କରେ କାରଣ ସେ ମାେତେ ରକ୍ଷା କଲେ। ମୁଁ ଅତି ଖୁସି। ମୁଁ ଆଜି ପ୍ରଶଂସାର ଗୀତ ଗାଇବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ମୋହର ବଳ ଓ ମୋହର ଢାଲ; ମୋହର ଅନ୍ତଃକରଣ ତାହାଙ୍କଠାରେ ଭରସା ରଖିଅଛି ଓ ମୁଁ ସାହାଯ୍ୟ ପାଇଅଛି; ଏହେତୁ ମୋʼ ଅନ୍ତଃକରଣ ଅତ୍ୟ; ଉଲ୍ଲାସ କରୁଅଛି; ଆଉ, ମୁଁ ନିଜ ଗୀତରେ ତାହାଙ୍କର ପ୍ରଶଂସା କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ହିଁ ମୋର ବଳ। ସେ ମୋର ଢାଲ ସଦୃଶ। ମୁଁ ତାଙ୍କଠାରେ ବିଶ୍ୱାସ କରେ କାରଣ ସେ ମୋତେ ରକ୍ଷା କଲେ। ମୁଁ ଅତି ଖୁସୀ। ମୁଁ ଆଜି ପ୍ରଶଂସାର ଗୀତ ଗାଇବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ମୋହର ବଳ ଓ ମୋହର ଢାଲ; ମୋହର ଅନ୍ତଃକରଣ ତାହାଙ୍କଠାରେ ଭରସା ରଖିଅଛି ଓ ମୁଁ ସାହାଯ୍ୟ ପାଇଅଛି; ଏହେତୁ ମୋʼ ଅନ୍ତଃକରଣ ଅତ୍ୟନ୍ତ ଉଲ୍ଲାସ କରୁଅଛି; ଆଉ, ମୁଁ ନିଜ ଗୀତରେ ତାହାଙ୍କର ପ୍ରଶଂସା କରିବି।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ମୋହର ବଳ ଓ ମୋହର ଢାଲ; ମୋହର ଅନ୍ତଃକରଣ ତାହାଙ୍କଠାରେ ଭରସା ରଖିଅଛି ଓ ମୁଁ ସାହାଯ୍ୟ ପାଇଅଛି; ଏହେତୁ ମୋ’ ଅନ୍ତଃକରଣ ଅତ୍ୟନ୍ତ ଉଲ୍ଲାସ କରୁଅଛି; ଆଉ, ମୁଁ ନିଜ ଗୀତରେ ତାହାଙ୍କର ପ୍ରଶଂସା କରିବି।