Psalms 28:8 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ତାଙ୍କର ଆଶ୍ରିତମାନଙ୍କୁ ରକ୍ଷା କରନ୍ତି। ସଦାପ୍ରଭୁ ତାଙ୍କୁ ଉଦ୍ଧାର କରନ୍ତି। ସଦାପ୍ରଭୁ ହିଁ ତା'ର ଏକମାତ୍ର ବଳ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ସେମାନଙ୍କର ବଳ ଓ ଆପଣା ଅଭିଷିକ୍ତ ପ୍ରତି ପରିତ୍ରାଣର ଦୃଢ଼ ଦୁର୍ଗ ଅଟନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତାଙ୍କର ଆଶ୍ରିତମାନଙ୍କୁ ରକ୍ଷା କରନ୍ତି। ସଦାପ୍ରଭୁ ତାଙ୍କୁ ଉଦ୍ଧାର କରନ୍ତି। ସଦାପ୍ରଭୁ ହିଁ ତା’ର ଏକମାତ୍ର ବଳ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ସେମାନଙ୍କର ବଳ ଓ ଆପଣା ଅଭିଷିକ୍ତ ପ୍ରତି ପରିତ୍ରାଣର ଦୃଢ଼ ଦୁର୍ଗ ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ସେମାନଙ୍କର ବଳ ଓ ଆପଣା ଅଭିଷିକ୍ତ ପ୍ରତି ପରିତ୍ରାଣର ଦୃଢ଼ ଦୁର୍ଗ ଅଟନ୍ତି।