Psalms 28:9 — Compare Translations

5 translations compared side by side

Odia - 1840
"ହେ ପରମେଶ୍ବର, ତୁମ୍ଭର ଲୋକମାନଙ୍କୁ ରକ୍ଷା କର। ଯେଉଁମାନେ ତୁମ୍ଭ ଉପରେ ନିର୍ଭରଶୀଳ, ସମାନଙ୍କେୁ ଆଶୀର୍ବାଦ କର। ସମାନଙ୍କେୁ ଅନନ୍ତକାଳ ପାଇଁ ପଥ ଦଖାେଅ ଓ ସମ୍ମାନନୀଯ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣା ଲୋକମାନଙ୍କୁ ତ୍ରାଣ କର ଓ ଆପଣା ଅଧିକାରକୁ ଆଶୀର୍ବାଦ କର; ସେମାନଙ୍କୁ ପ୍ରତିପାଳନ କର ଓ ଅନନ୍ତକାଳ ସେମାନଙ୍କୁ ବହନ କର ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ତୁମ୍ଭର ଲୋକମାନଙ୍କୁ ରକ୍ଷା କର। ଯେଉଁମାନେ ତୁମ୍ଭ ଉପରେ ନିର୍ଭରଶୀଳ, ସେମାନଙ୍କୁ ଆଶୀର୍ବାଦ କର। ସେମାନଙ୍କୁ ଅନନ୍ତକାଳ ପାଇଁ ପଥ ଦେଖାଅ ଓ ସମ୍ମାନୀୟ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପଣା ଲୋକମାନଙ୍କୁ ତ୍ରାଣ କର ଓ ଆପଣା ଅଧିକାରକୁ ଆଶୀର୍ବାଦ କର; ସେମାନଙ୍କୁ ପ୍ରତିପାଳନ କର ଓ ଅନନ୍ତକାଳ ସେମାନଙ୍କୁ ବହନ କର।
Odia IRV 2017 (ଓଡିଆ ବାଇବେଲ)
ଆପଣା ଲୋକମାନଙ୍କୁ ତ୍ରାଣ କର ଓ ଆପଣା ଅଧିକାରକୁ ଆଶୀର୍ବାଦ କର; ସେମାନଙ୍କୁ ପ୍ରତିପାଳନ କର ଓ ଅନନ୍ତକାଳ ସେମାନଙ୍କୁ ବହନ କର।