Psalms 29:1 — Compare Translations
5 translations compared side by side
Odia - 1840
"ହେ ପରମେଶ୍ବରଙ୍କର ସନ୍ତାନଗଣ, ତାଙ୍କର ପ୍ରଶଂସା କର। ତାଙ୍କର ମହିମା ଓ ଶକ୍ତିର ପ୍ରଶଂସା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦାଉଦଙ୍କର ଗୀତ । ହେ ବିକ୍ରମୀ-ସନ୍ତାନଗଣ, ସଦାପ୍ରଭୁଙ୍କର କୀର୍ତ୍ତନ କର, ସଦାପ୍ରଭୁଙ୍କର ଗୌରବ ଓ ପରାକ୍ରମ କୀର୍ତ୍ତନ କର ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦଙ୍କର ଗୀତ। ହେ ପରମେଶ୍ୱରଙ୍କର ସନ୍ତାନଗଣ, ତାଙ୍କର ପ୍ରଶଂସା କର। ତାଙ୍କର ମହିମା ଓ ଶକ୍ତିର ପ୍ରଶଂସା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ବିକ୍ରମୀ-ସନ୍ତାନଗଣ, ସଦାପ୍ରଭୁଙ୍କର କୀର୍ତ୍ତନ କର, ସଦାପ୍ରଭୁଙ୍କର ଗୌରବ ଓ ପରାକ୍ରମ କୀର୍ତ୍ତନ କର।
Odia IRV 2017 (ଓଡିଆ ବାଇବେଲ)
ହେ ବିକ୍ରମୀ-ସନ୍ତାନଗଣ, ସଦାପ୍ରଭୁଙ୍କର କୀର୍ତ୍ତନ କର, ସଦାପ୍ରଭୁଙ୍କର ଗୌରବ ଓ ପରାକ୍ରମ କୀର୍ତ୍ତନ କର।