Psalms 29:10 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ହେଉଛନ୍ତି ବନ୍ଯା ସମଯରେ ରାଜା ତୁଲ୍ଯ ଓ ସଦାପ୍ରଭୁ ଅନନ୍ତକାଳ ରାଜା ହାଇେ ରହିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଜଳପ୍ଲାବନରେ ରାଜା ତୁଲ୍ୟ ଉପବିଷ୍ଟ ହେଲେ; ହଁ, ସଦାପ୍ରଭୁ ଅନନ୍ତକାଳ ରାଜା ତୁଲ୍ୟ ଉପବିଷ୍ଟ ଅଟନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ହେଉଛନ୍ତି ବନ୍ୟା ସମୟରେ ରାଜା ତୁଲ୍ୟ ଓ ସଦାପ୍ରଭୁ ଅନନ୍ତକାଳ ରାଜା ହୋଇ ରହିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଜଳପ୍ଲାବନରେ ରାଜା ତୁଲ୍ୟ ଉପବିଷ୍ଟ ହେଲେ; ହଁ, ସଦାପ୍ରଭୁ ଅନନ୍ତକାଳ ରାଜା ତୁଲ୍ୟ ଉପବିଷ୍ଟ ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଜଳପ୍ଲାବନରେ ରାଜା ତୁଲ୍ୟ ଉପବିଷ୍ଟ ହେଲେ; ହଁ, ସଦାପ୍ରଭୁ ଅନନ୍ତକାଳ ରାଜା ତୁଲ୍ୟ ଉପବିଷ୍ଟ ଅଟନ୍ତି।