Psalms 29:11 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ତାଙ୍କର ସମସ୍ତ ଲୋକମାନଙ୍କୁ ରକ୍ଷା କରନ୍ତୁ। ସଦାପ୍ରଭୁ ତାଙ୍କର ଲୋକମାନଙ୍କୁ ଶାନ୍ତିରେ ବାସ କରିବାକୁ ଦିଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଆପଣା ଲୋକମାନଙ୍କୁ ବଳ ଦେବେ; ସଦାପ୍ରଭୁ ଆପଣା ଲୋକମାନଙ୍କୁ ଶାନ୍ତି ଦେଇ ଆଶୀର୍ବାଦ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତାଙ୍କର ସମସ୍ତ ଲୋକମାନଙ୍କୁ ରକ୍ଷା କରନ୍ତୁ। ସଦାପ୍ରଭୁ ତାଙ୍କର ଲୋକମାନଙ୍କୁ ଶାନ୍ତିରେ ବାସ କରିବାକୁ ଦିଅନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଆପଣା ଲୋକମାନଙ୍କୁ ବଳ ଦେବେ; ସଦାପ୍ରଭୁ ଆପଣା ଲୋକମାନଙ୍କୁ ଶାନ୍ତି ଦେଇ ଆଶୀର୍ବାଦ କରିବେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଆପଣା ଲୋକମାନଙ୍କୁ ବଳ ଦେବେ; ସଦାପ୍ରଭୁ ଆପଣା ଲୋକମାନଙ୍କୁ ଶାନ୍ତି ଦେଇ ଆଶୀର୍ବାଦ କରିବେ।