Psalms 29:2 — Compare Translations
5 translations compared side by side
Odia - 1840
"ସଦାପ୍ରଭୁଙ୍କର ପ୍ରଶଂସା ଓ ତାଙ୍କର ନାମକୁ ଗୌରବ କର। ତାଙ୍କୁ ବିଶଷେ ପୋଷାକରେ ପ୍ରଣାମ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କ ନାମର ଗୌରବ କୀର୍ତ୍ତନ କର; ପବିତ୍ରତାର ସୌନ୍ଦର୍ଯ୍ୟରେ ସଦାପ୍ରଭୁଙ୍କୁ ପ୍ରଣାମ କର ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କର ପ୍ରଶଂସା ଓ ତାଙ୍କର ନାମକୁ ଗୌରବ କର। ତାଙ୍କୁ ବିଶେଷ ପୋଷାକରେ ପ୍ରଣାମ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କ ନାମର ଗୌରବ କୀର୍ତ୍ତନ କର; ପବିତ୍ରତାର ସୌନ୍ଦର୍ଯ୍ୟରେ ସଦାପ୍ରଭୁଙ୍କୁ ପ୍ରଣାମ କର।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କ ନାମର ଗୌରବ କୀର୍ତ୍ତନ କର; ପବିତ୍ରତାର ସୌନ୍ଦର୍ଯ୍ୟରେ ସଦାପ୍ରଭୁଙ୍କୁ ପ୍ରଣାମ କର।