Psalms 29:3 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ତାଙ୍କର ସ୍ବର ସାଗରରେ ଉଠାଇଛନ୍ତି। ଗୌରବମଯ ପରମେଶ୍ବରଙ୍କର ସ୍ବର ସାଗରରେ ମେଘ ଗର୍ଜନ ସୃଷ୍ଟି କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଜଳରାଶି ଉପରେ ସଦାପ୍ରଭୁଙ୍କର ରବ ଅଛି; ଗୌରବମୟ ପରମେଶ୍ଵର ବଜ୍ରନାଦ କରନ୍ତି, ସଦାପ୍ରଭୁ ଅପାର ଜଳରାଶି ଉପରେ ବିଦ୍ୟମାନ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତାଙ୍କର ସ୍ୱର ସାଗରରେ ଉଠାଇଛନ୍ତି। ଗୌରବମୟ ପରମେଶ୍ୱରଙ୍କର ସ୍ୱର ସାଗରରେ ମେଘ ଗର୍ଜନ ସୃଷ୍ଟି କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଜଳରାଶି ଉପରେ ସଦାପ୍ରଭୁଙ୍କର ରବ ଅଛି; ଗୌରବମୟ ପରମେଶ୍ୱର ବଜ୍ରନାଦ କରନ୍ତି, ସଦାପ୍ରଭୁ ଅପାର ଜଳରାଶି ଉପରେ ବିଦ୍ୟମାନ।
Odia IRV 2017 (ଓଡିଆ ବାଇବେଲ)
ଜଳରାଶି ଉପରେ ସଦାପ୍ରଭୁଙ୍କର ରବ ଅଛି; ଗୌରବମୟ ପରମେଶ୍ୱର ବଜ୍ରନାଦ କରନ୍ତି, ସଦାପ୍ରଭୁ ଅପାର ଜଳରାଶି ଉପରେ ବିଦ୍ୟମାନ।