Psalms 29:4 — Compare Translations
5 translations compared side by side
Odia - 1840
"ସଦାପ୍ରଭୁଙ୍କର ସ୍ବରରୁ ତାଙ୍କର ଶକ୍ତିର ପରିଚଯ ମିଳେ। ତାଙ୍କର ସ୍ବର ତାଙ୍କର ଗୌରବର ପ୍ରମାଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କ ରବ ଶକ୍ତିବିଶିଷ୍ଟ; ସଦାପ୍ରଭୁଙ୍କ ରବ ପ୍ରତାପପୂର୍ଣ୍ଣ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କର ସ୍ୱରରୁ ତାଙ୍କର ଶକ୍ତିର ପରିଚୟ ମିଳେ। ତାଙ୍କର ସ୍ୱର ତାଙ୍କର ଗୌରବର ପ୍ରମାଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କ ରବ ଶକ୍ତିବିଶିଷ୍ଟ; ସଦାପ୍ରଭୁଙ୍କ ରବ ପ୍ରତାପପୂର୍ଣ୍ଣ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କ ରବ ଶକ୍ତିବିଶିଷ୍ଟ; ସଦାପ୍ରଭୁଙ୍କ ରବ ପ୍ରତାପପୂର୍ଣ୍ଣ।