Psalms 29:5 — Compare Translations

5 translations compared side by side

Odia - 1840
"ତାଙ୍କର ସ୍ବର ବୃହତ୍କାଯ ଏରସ ବୃକ୍ଷ ସବୁକୁ ଖଣ୍ଡଖଣ୍ଡ କରି ଭାଙ୍ଗି ପକାଏ। ସଦାପ୍ରଭୁ ଲିବାନୋନର ବୃହତ୍ ଏରସ ବୃକ୍ଷକୁ ଭାଙ୍ଗି ପକାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କ ରବ ଏରସ ବୃକ୍ଷମାନ ଭାଙ୍ଗି ପକାଏ; ହଁ, ସଦାପ୍ରଭୁ ଲିବାନୋନ୍ର ଏରସ ବୃକ୍ଷସବୁ ଖଣ୍ତ ଖଣ୍ତ କରି ଭାଙ୍ଗି ପକାନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତାଙ୍କର ସ୍ୱର ବୃହତ୍ କାୟ ଏରସ ବୃକ୍ଷ ସବୁକୁ ଖଣ୍ଡଖଣ୍ଡ କରି ଭାଙ୍ଗି ପକାଏ। ସଦାପ୍ରଭୁ ଲିବାନୋ‌ନ୍‌ର ବୃହତ୍ ଏରସ ବୃକ୍ଷକୁ ଭାଙ୍ଗି ପକାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କ ରବ ଏରସ ବୃକ୍ଷମାନ ଭାଙ୍ଗି ପକାଏ; ହଁ, ସଦାପ୍ରଭୁ ଲିବାନୋନର ଏରସ ବୃକ୍ଷସବୁ ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାନ୍ତି।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କ ରବ ଏରସ ବୃକ୍ଷମାନ ଭାଙ୍ଗି ପକାଏ; ହଁ, ସଦାପ୍ରଭୁ ଲିବାନୋନର ଏରସ ବୃକ୍ଷସବୁ ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାନ୍ତି।