Psalms 29:6 — Compare Translations
5 translations compared side by side
Odia - 1840
"ସେ ଲିବାନୋନ୍କୁ ଦୋହଲାଇ ଦିଅନ୍ତି, ସତେ ୟମେିତି କଅଁଳା ବାଛୁରୀ ନୃତ୍ଯ କଲାପରି। ଶିରିଯୋନ ପର୍ବତ ଦୋହଲି ୟାଏ ଓ ଛଳେି ଛୁଆଟିଏ କୁଦିଲା ଭଳି ଏହା ଦଖାୟୋଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟ ସେ ସେମାନଙ୍କୁ ଗୋବତ୍ସ ପରି; ଲିବାନୋନ୍ ଓ ସିରିୟୋନକୁ ଅରଣା ଛୁଆ ପରି ନଚାନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଲିବାନୋନ୍କୁ ଦୋହଲାଇ ଦିଅନ୍ତି, ସତେ ଯେମିତି କଅଁଳା ବାଛୁରି ନୃତ୍ୟ କଲାପରି। ସିରିୟୋନ ପର୍ବତ ଦୋହଲି ଯାଏ ଓ ଛେଳି ଛୁଆଟିଏ କୁଦିଲା ଭଳି ଏହା ଦେଖାଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟ ସେ ସେମାନଙ୍କୁ ଗୋବତ୍ସ ପରି; ଲିବାନୋନ ଓ ସିରିୟୋନକୁ ଅରଣା ଛୁଆ ପରି ନଚାନ୍ତି।
Odia IRV 2017 (ଓଡିଆ ବାଇବେଲ)
ମଧ୍ୟ ସେ ସେମାନଙ୍କୁ ଗୋବତ୍ସ ପରି; ଲିବାନୋନ ଓ ସିରିୟୋନକୁ ଅରଣା ଛୁଆ ପରି ନଚାନ୍ତି।