Psalms 29:8 — Compare Translations
5 translations compared side by side
Odia - 1840
"ସଦାପ୍ରଭୁଙ୍କର ରବଦ୍ବାରା ମରୁଭୂମି ଥରି ଉେଠ। ସଦାପ୍ରଭୁଙ୍କ ରବଦ୍ବାରା କାଦେଶ ମରୁଭୂମି କମ୍ପିିଉେଠ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କ ରବ ପ୍ରାନ୍ତରକୁ କମ୍ପିତ କରେ; ସଦାପ୍ରଭୁ କାଦେଶର ପ୍ରାନ୍ତରକୁ କମ୍ପିତ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କର ରବଦ୍ୱାରା ମରୁଭୂମି ଥରି ଉଠେ। ସଦାପ୍ରଭୁଙ୍କ ରବଦ୍ୱାରା କାଦେଶ ମରୁଭୂମି କମ୍ପିଉଠେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କ ରବ ପ୍ରାନ୍ତରକୁ କମ୍ପିତ କରେ; ସଦାପ୍ରଭୁ କାଦେଶର ପ୍ରାନ୍ତରକୁ କମ୍ପିତ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କ ରବ ପ୍ରାନ୍ତରକୁ କମ୍ପିତ କରେ; ସଦାପ୍ରଭୁ କାଦେଶର ପ୍ରାନ୍ତରକୁ କମ୍ପିତ କରନ୍ତି।