Psalms 29:9 — Compare Translations

5 translations compared side by side

Odia - 1840
"ସଦାପ୍ରଭୁଙ୍କର ସ୍ବରରେ ହରିଣ ଭୟଭୀତ ହାଇେ ଉେଠ। ସଦାପ୍ରଭୁ ଜଙ୍ଗଲରୁ ପତ୍ରସବୁ ଝଡ଼ଇେ ଦିଅନ୍ତି, କିନ୍ତୁ ତାଙ୍କର ମନ୍ଦିରରେ ଲୋକମାନେ ତାଙ୍କର ମହିମା ପ୍ରଶଂସା କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କ ରବ ହରିଣୀମାନଙ୍କୁ ପ୍ରସବ କରାଏ ଓ ବନସମୂହକୁ ବିବସ୍ତ୍ର କରେ; ପୁଣି, ତାହାଙ୍କ ମନ୍ଦିରରେ ସମସ୍ତ ବିଷୟ ଗୌରବ, ଗୌରବ ବୋଲି କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କର ସ୍ୱରରେ ହରିଣ ଭୟଭୀତ ହୋଇ ଉଠେ। ସଦାପ୍ରଭୁ ଜଙ୍ଗଲରୁ ପତ୍ରସବୁ ଝଡ଼େଇ ଦିଅନ୍ତି, କିନ୍ତୁ ତାଙ୍କର ମନ୍ଦିରରେ ଲୋକମାନେ “ତାଙ୍କର ମହିମା ପ୍ରଶଂସା” କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କ ରବ ହରିଣୀମାନଙ୍କୁ ପ୍ରସବ କରାଏ ଓ ବନସମୂହକୁ ବିବସ୍ତ୍ର କରେ; ପୁଣି, ତାହାଙ୍କ ମନ୍ଦିରରେ ସମସ୍ତ ବିଷୟ “ଗୌରବ, ଗୌରବ” ବୋଲି କହନ୍ତି।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କ ରବ ହରିଣୀମାନଙ୍କୁ ପ୍ରସବ କରାଏ ଓ ବନସମୂହକୁ ବିବସ୍ତ୍ର କରେ; ପୁଣି, ତାହାଙ୍କ ମନ୍ଦିରରେ ସମସ୍ତ ବିଷୟ ଗୌରବ, ଗୌରବ ବୋଲି କହନ୍ତି।