Psalms 3:1 — Compare Translations

5 translations compared side by side

Odia - 1840
" ହେ ସଦାପ୍ରଭୁ, ମାରେ ବହୁତ ଶତ୍ରୁ ଅଛନ୍ତି। ବହୁତ ଲୋକ ମାେ ବିରୁଦ୍ଧରେ ଲାଗିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦାଉଦଙ୍କର ଆପଣା ପୁତ୍ର ଅବଶାଲୋମ ନିକଟରୁ ପଳାୟନକାଳୀନ ଗୀତ । ହେ ସଦାପ୍ରଭୋ, ମୋହର ବିପକ୍ଷମାନେ କିପରି ବଢ଼ିଅଛନ୍ତି । ମୋʼ ବିରୁଦ୍ଧରେ ଉତ୍ଥିତ ଲୋକ ଅନେକ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ହେଉଛି ଦାଉଦଙ୍କର ନିଜ ପୁତ୍ର ଅବଶାଲୋମ ନିକଟରୁ ପଳାୟନକାଳୀନ ଗୀତ। “ହେ ସଦାପ୍ରଭୁ, ମୋର ବହୁତ ଶତ୍ରୁ ଅଛନ୍ତି। ବହୁତ ଲୋକ ମୋ’ ବିରୁଦ୍ଧରେ ଲାଗିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ମୋହର ବିପକ୍ଷମାନେ କିପରି ବଢ଼ିଅଛନ୍ତି। ମୋʼ ବିରୁଦ୍ଧରେ ଉତ୍ଥିତ ଲୋକ ଅନେକ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ମୋହର ବିପକ୍ଷମାନେ କିପରି ବଢ଼ିଅଛନ୍ତି। ମୋ’ ବିରୁଦ୍ଧରେ ଉତ୍‍ଥିତ ଲୋକ ଅନେକ।