Psalms 3:2 — Compare Translations
5 translations compared side by side
Odia - 1840
"ବହୁତ ଲୋକ ମାେ ବିରୁଦ୍ଧରେ କଥା ହେଉଛନ୍ତି। ସହେି ଲୋକମାନେ କହୁଛନ୍ତି, ପରମେଶ୍ବର ତାକୁ ରକ୍ଷା କରିପାରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନେକେ ମୋʼ ପ୍ରାଣ ବିଷୟରେ କହନ୍ତି, ପରମେଶ୍ଵରଙ୍କ ନିକଟରେ ତାହା ପାଇଁ ପରିତ୍ରାଣ ନାହିଁ । [ସେଲା
Odia Bible ERV 2004 (ପବିତ୍ର ବାଇବଲ)
ବହୁତ ଲୋକ ମୋ’ ବିରୁଦ୍ଧରେ କଥା ହେଉଛନ୍ତି। ସେହି ଲୋକମାନେ କହୁଛନ୍ତି, “ପରମେଶ୍ୱର ତାକୁ ରକ୍ଷା କରି ପାରିବେ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅନେକେ ମୋʼ ପ୍ରାଣ ବିଷୟରେ କହନ୍ତି, ପରମେଶ୍ୱରଙ୍କ ନିକଟରେ ତାହା ପାଇଁ ପରିତ୍ରାଣ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଅନେକେ ମୋ’ ପ୍ରାଣ ବିଷୟରେ କହନ୍ତି, “ପରମେଶ୍ୱରଙ୍କ ନିକଟରେ ତାହା ପାଇଁ ପରିତ୍ରାଣ ନାହିଁ।” [ସେଲା]